ଉତ୍ତରପ୍ରଦେଶ ପ୍ରୟାଗରାଜ ଠାରେ ନୂତନ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା...
ଉତ୍ତରପ୍ରଦେଶ ପ୍ରୟାଗରାଜ ଠାରେ ନୂତନ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା...
ମୁନିମାନଙ୍କ ତପୋଭୂମି ଭାବେ ପରିଚିତ ଓ ଏଠାରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଭାରତର ଅଖଣ୍ଡ ସାଂସ୍କୃତିକ ଏକତାର ଜୀବନ୍ତ ପ୍ରମାଣ। ସେ ଆଶା ପ୍ରକାଶ କରିଥିଲେ ଯେ ଏହି ମନ୍ଦିର ଆଗାମୀ ଦିନରେ ଭକ୍ତମାନଙ୍କ ପାଇଁ ଆଧ୍ୟାତ୍ମିକ ପ୍ରେରଣାର କେନ୍ଦ୍ର ହେବା ସହିତ ମାନବତା, ସେବା ଓ ଶାନ୍ତିର ସନ୍ଦେଶ ପ୍ରସାର କରିବ।
ଏହି ଅବସରରେ ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ମହାରାଜ, ଉତ୍ତର ପ୍ରଦେଶର ଜଲ୍ ଶକ୍ତି ମନ୍ତ୍ରୀ ଶ୍ରୀ ସ୍ୱତନ୍ତ୍ର ଦେବ୍ ସିଂହ, ଓଡ଼ିଶାର ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ୱର ଆଚାର୍ଯ୍ୟ ଏବଂ ଶହ ଶହ ସାଧୁ ସନ୍ଥ ଯୋଗ ଦେଇଥିଲେ ।