ଉଷୁନା ଚାଉଳ ଉଠାଣ ପରିମାଣ ୨୦ରୁ ୨୫ ଲକ୍ଷ ମେଟ୍ରିକ ଟନ ବୃଦ୍ଧି କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ମେଟ୍ରିକ ଟନ ବୃଦ୍ଧି ପୂର୍ବରୁ ଓଡ଼ିଶାର ଧାନ ସଂଗ୍ରହ ପରିମାଣକୁ ୫୦ ଲକ୍ଷ ମେଟ୍ରିକ ଟନରୁ ୫୮ ଲକ୍ଷ ମେ କରିଥିବାରୁ ଧନ୍ୟବାଦ
ଓଡ଼ିଶାରେ ଅଧିକ ପରିମାଣର ଉଷୁନା ଚାଉଳ ଉତ୍ପାଦନ ହେଉଛି
ଜାତୀୟ ବଳକା ଉଷୁନା ଚାଉଳର ଶୀଘ୍ର ଉଠାଣ ଦ୍ବାରା ଚାଷୀମାନେ ବିଶେଷ ଲାଭବାନ ହେବେ ଏବଂ ଜା ଖାଦ୍ୟ ନିରାପତ୍ତା ବ୍ୟବସ୍ଥା ଆହୁରି ମଜବୁତ୍ ହେବ
ନୂଆଦିଲ୍ଲୀ/ ଭୁବନେଶ୍ବର, ଡିସେମ୍ବର ୧୬ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ ଓଡ଼ିଶାର ସାଂସଦ, ବିଧାୟକ ତଥା ବିଜେପିର ଏକ ପ୍ରତିନିଧ୍ ଦଳ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ এর° ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ପ୍ରହ୍ଲା ଯୋଶୀଙ୍କୁ ଭେଟିଛନ୍ତି । ଓଡ଼ିଶାର ।ଷୀଙ୍କ ସ୍ବାର୍ଥ ଦୃଷ୍ଟିରେ ଉଷୁନା ଚାଉଳ ଉଠ ଉଠାଣ ପରିମାଣ ୨୦ ଲକ୍ଷ ମେଟ୍ରି ମଟ୍ରିକ ଟନରୁ ବଢାଇ ୨୫ ଲକ୍ଷ ଲକ୍ଷ ମେଟ୍ରିକ ଟନ କରିବା ପାଇଁ ଅନୁରୋଧ କରିଛନ୍ତି 1 ଗାର ଚାଷ
ଏ ସମ୍ପର୍କିପ ମ୍ପର୍କିତ ଏକ ପତ୍ର ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି, ଯେଉଁଥରେ ଉଠ ଉଲ୍ଲେଖ ରହିଛି ୨୦୨୪-୨୫ ବର୍ଷ ପାଇଁ ଖରିଫ ଓ ରବି ଋତୁ ପାଇଁ ପା' ଓଡ଼ିଶାର ଧାନ ସଂଗ୍ରହ ପରିମାଣକୁ ।ଣକୁ ୫୦ ଲକ୍ଷ ମେଟ୍ରିକ ଟନରୁ ୫୮ ଲକ୍ଷ ମେଟ୍ରିକ ଟନ ବୃଦ୍ଧି କରାଯାଇଛି ଇଛି । ଏଥିପାଇଁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେ ଉଲ୍ଲେଖ କରିଛନ୍ତି ଯେ ଏହି ଧାନ ସଂଗ୍ରହ ପରିମାଣ ବୃଦ୍ଧି ରାଜ୍ୟର ଚାଷୀ ସମାଜର ଆତ୍ମ ଆତ୍ମବିଶ୍ବାସକୁ ବଢାଇବା ସହ ସହ ସୁରୁଖୁରୁରେ ସଂଗ୍ରହ କାର୍ଯ୍ୟକୁ ସୁନିଶ୍ଚିତ କରିଛି ରିଛି ।
ଳେ ୨୦୨୫-୨୬ ନିତ୍ୟାନ୍ତ ଜରୁରୀ ଚାଉଳ କରିବା ପାଇଁ ତେବେ ଓଡ଼ିଶାରେ ବିଶେଷ ଭାବରେ ଉଷୁନା ଚାଉଳ ଅଧିକ ଉତ୍ପାଦନ ହେଉଥିବା ବେଳେ ଖରିଫ ଋତୁ ପାଇଁ ସଂଗ୍ରହ କାର୍ଯ୍ୟ ଆରମ୍ଭ ହୋଇଯାଇଥିବାରୁ ଉଷୁନା ଚାଉଳର ତୁରନ୍ତ ଉଠାଣ ନିତ । ଏହି ପଚି ପରିପ୍ରେକ୍ଷୀରେ, କେନ୍ଦ୍ରୀୟ ପୁଲ ଅଧୀନରେ ଉଭୟ ଖରିଫ ଓ ରବି ଋତୁ ପାଇଁ ଓଡ଼ିଶାର ବିଶାର ଉଷୁନା ଉଠାଣ ।ଣ ପରିମାଣକୁ ବର୍ତ୍ତମାନର ୨୦ ଲକ୍ଷ ମେଟ୍ରିକ୍ ଟନକୁ ବଢାଇ ୨୫ ଲକ୍ଷ ମେଟ୍ରିକ୍ ଟନ ଅନୁରୋଧ ରାଧ କରିଛନ୍ତି । ଭାରତୀୟ ଖ ଖାଦ୍ୟ ନିଗମ (ଏଫସିଆଇ) ଦ୍ବାରା ବଳକା ଥିବା ଏହି ଉଷୁନା ଚାଉଳର ଶୀଘ୍ର ଠାଣ ହେଲେ ଓଡ଼ିଶାର ଶାର ଚାଷୀମାନେ ବିଶେଷ ଭାବରେ ଲାଭ ଲାଭବାନ ହେବେ ଏବଂ ଜାତୀୟ ଖାଦ୍ୟ ନିରାପତ୍ତା ବ୍ୟବସ୍ଥା ଆହୁରି ମଜବୁତ୍ ହେବ । ଉଠାଣ