ଏକାଥରକେ ଏକାଧିକ ବରିଷ୍ଠ ପ୍ରଶାସକ IAS ହେଲେ ଅଦଳବଦଳ..
ଏକାଥରକେ ଏକାଧିକ ବରିଷ୍ଠ ପ୍ରଶାସକ IAS ହେଲେ ଅଦଳବଦଳ..
ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି
ପ୍ରଶାସକ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଷ୍ଟାର୍ଟ ଅଫ୍ ଓଡ଼ିଶାର ସିଇଓ ଭାବେ ଦାୟିତ୍ୱ ଦିଆଯାଇଛି ।
ବରିଷ୍ଠ ଆଇଏଏସ୍ ସିଦ୍ଧାର୍ଥ ଦାସଙ୍କୁ ମତ୍ସ୍ୟ ସଂପଦ ବିଭାଗର ନିର୍ଦ୍ଦେଶକ
ମଧୁସ୍ମିତା ସାହୁଙ୍କୁ ଶିକ୍ଷକ ଶିକ୍ଷା ଓ ତାଲିମ ବିଭାଗ ନିର୍ଦ୍ଦେଶକ
ଉପମା କାଲୋଙ୍କୁ ସମ୍ବଲପୁର ଆରଡିସି(ଏନଡି) ଅତିରିକ୍ତ ଦାୟିତ୍ବ ଦିଆଯାଇଛି।
ଲିଲି କୁମାରୀ ସାହୁ ପବ୍ଲିକ ଏଣ୍ଟରପ୍ରାଇଜର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଥିବା
ହସ୍ତତନ୍ତ ଓ ବୟନଶିଳ୍ପର ନିର୍ଦ୍ଦେଶକ ହୋଇଛନ୍ତି ସୋମେଶ ଉପାଧ୍ୟାୟ ।
ମାଲକାନଗିରି ଜିଲ୍ଲାପାଳ ଭାବେ ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କୁ ନିଯୁକ୍ତ କରାଯାଇଛି ।
ଆଇଏଏସ ଅକ୍ଷୟ ପିଲ୍ଲେ, ଉପଜିଲ୍ଲାପାଳ, ବଣେଇଙ୍କୁ ପାରାଦୀପର ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ବ ମିଳିଛି ।
ଅକ୍ଷୟ ପିଲ୍ଲେଙ୍କୁ ଜଗତସିଂହପୁର ଜିଲ୍ଲାରେ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି ।
ବରଗଡ଼ ଜିଲ୍ଲା ପଦ୍ମପୁର ଉପଜିଲ୍ଲାପାଳ
ଆଇଏଏସ୍ ଅରୁଗୁଳା ସ୍ନେହାଙ୍କୁ ମୟୂରଭଞ୍ଜ ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି ।
ତାଳଚେର ସବ୍-କଲେକ୍ଟର ତଥା ୨୦୨୨ ବ୍ୟାଚର ଆଇଏଏସ୍ ସମୀର କୁମାର ଜେନାଙ୍କୁ ଗଞ୍ଜାମ ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛନ୍ତି
ରାଇରଙ୍ଗପୁର ଉପ-ଜିଲ୍ଲାପାଳ
ଆଇଏଏସ୍ ସୌମ୍ୟ ରଞ୍ଜନ ପ୍ରଧାନଙ୍କୁ କଳାହାଣ୍ଡି ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି ।