ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ
ପୁରୀ ସୁନ୍ଦରଗଡ ଜଗନ୍ନାଥ ଏକ୍ସପ୍ରେସ
ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ । ଅନୁଗୁଳ ଜିଲ୍ଲା ସମଲ୍ ଥାନା ୧୪୯ ଜାତୀୟ ରାଜପଥ ବୁରୁକୁନା ଛକ ନିକଟରେ ଦୁର୍ଘଟଣା ।
୬ ଗୁରୁତର ଆହତ ହୋଇଥିବା ବେଳେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ବସରେ ୫୦ରୁ ଅଧିକ ଯାତ୍ରୀ ଥିଲେ ।