ଓଡ଼ିଶାରେ ଆରମ୍ଭ ହେବ ଜନ ଗଣନା...
ଓଡ଼ିଶାରେ ଆରମ୍ଭ ହେବ ଜନ ଗଣନା...
ଏପ୍ରିଲ ୧୫ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା।
ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ଦେଇଛନ୍ତି ଏହି ସୂଚନା।
ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ କଲ୍ୟାଣ କହିଛନ୍ତି ଯେ ୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା।
ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ।
ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ହେବ ଜନଗଣନା।
ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ।
ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ।