ଓଡ଼ିଶାରେ ବାତ୍ୟା ବିପତ୍ତି ର ସମ୍ଭାବନା ବୋଲି ପାଣିପାଗର ଆକଳନ...
ଓଡ଼ିଶାରେ ବାତ୍ୟା ବିପତ୍ତି ର ସମ୍ଭାବନା ବୋଲି ପାଣିପାଗର ଆକଳନ...
ଲଘୁଚାପ ସମ୍ଭାବନା, ଆଉ ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
ଡରାଉଛି ଶ୍ରୀଲଙ୍କା ସ୍ଥିତ ଗଲ୍ଫ ଅଫ୍ ମନାରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ
ଘନୀଭୂତ ହୋଇ ଲଘୁଚାପର ରୂପ ନେଇ ପାରେ ଘୂର୍ଣ୍ଣିବଳୟ
ଓଡ଼ିଶାକୁ ବାତ୍ୟାର ଆଶଙ୍କା ସୃଷ୍ଚି କରିଛି ଏହି ଘୂର୍ଣ୍ଣିବଳୟ କିନ୍ତୁ ଏହା ଓଡ଼ିଶାକୁ କେତେ ଦୁର ପ୍ରଭାବିତ କରିବ ଏବେଠାରୁ ଆକଳନ କରିବା ସମ୍ଭବ ନୁହେଁ
ସେପଟେ ଆସନ୍ତା ୨୪ ଘଂଟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
୮ ଜିଲ୍ଲାରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ ।