ଓଡିଶା ଗସ୍ତରେ ରାଜନାଥ ସିଂହ...
ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ।
କୋରାପୁଟରେ ହାଲ୍ର ଉତ୍ପାଦନ ୟୁନିଟ୍ ପରିଦର୍ଶନ କରିବେ ସିଂହ।
ହାଲ ସୁନାବେଡ଼ା ୟୁନିଟରେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ।
ପ୍ରତିରକ୍ଷା କ୍ଷେତ୍ର ସହ ଜଡ଼ିତ ଅଧିକାରୀଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।
ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିବେ।