ଓଡିଶା ସରକାରର କ୍ୟାବିନେଟ ୧୫ ଟି ପ୍ରସ୍ତାବକୁ କଲେ ଅନୁମୋଦନ...

Oct 12, 2025 - 18:19
 10
ଓଡିଶା ସରକାରର କ୍ୟାବିନେଟ ୧୫ ଟି ପ୍ରସ୍ତାବକୁ କଲେ ଅନୁମୋଦନ...

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଖାଦ୍ୟ ଓ ଧାନ ସଂଗ୍ରହଣ ନୀତି ୨୦୨୫-୨୬କୁ ଅନୁମୋଦନ ପ୍ରଦାନ

ଖରିଫ ଋତୁରେ ୬୩ ଲକ୍ଷ ମେଟ୍ରିକ ଟନ୍ ଚାଉଳ ସଂଗ୍ରହ ଲକ୍ଷ୍ୟ

ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନା ହେଲା ସମ୍ପ୍ରସାରିତ

୨୦୨୫-୩୦ ବର୍ଷ ପର୍ଯ୍ୟନ୍ତ ୧୪୩୭ କୋଟି ଟଙ୍କାର ବ୍ୟୟବରାଦ

୧,୨୩,୪୮୮ ହେକ୍ଟର ଚାଷ ଜମିକୁ ଜଳସେଚନ କରିବା ଲକ୍ଷ୍ୟ

ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ନିର୍ମାଣ ପାଇଁ ୧୯,୯୪୧ କୋଟି ମଞ୍ଜୁର

ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ଯୋଜନା ପାଇଁ ୧୭୯୦ କୋଟି ମଞ୍ଜୁର

ଓଡ଼ିଶା ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ ନିୟମ ୨୦୨୫କୁ ମିଳିଲା ମଞ୍ଜୁରୀ

ସ୍ବଚ୍ଛ ଓଡ଼ିଶା ଯୋଜନା ପାଇଁ ୧୬୦୦ କୋଟି ଟଙ୍କାର ଅନୁମୋଦନ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ପାଠ୍ୟ ପୁସ୍ତକ

ଓଡ଼ିଶା ଜନବିଶ୍ବାସ ଅଧ୍ୟାଦେଶ ୨୦୨୫କୁ ଅନୁମୋଦନ

ଛୋଟ ଅପରାଧୀଙ୍କୁ ଦଣ୍ଡ ପରିବର୍ତ୍ତେ ଜରିମାନା ବ୍ୟବସ୍ଥା

ମୁଖ୍ୟ ଶାସନ ସଚିବଙ୍କ ସୂଚନା