ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି |

Jun 22, 2026 - 18:25
 6
ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି |

ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି |

ସମସ୍ତ ଗଣମାଧ୍ୟମକୁ ଏହାର ବହୁଳ ପ୍ରଚାର, ପ୍ରସାର କରିବାକୁ ଅନୁରୋଧ କରାଯାଉଛି l

ଟିଭି ସ୍କ୍ରୋଲିଂ, ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟାନ୍ୟ ସମସ୍ତ ମାଧ୍ୟମରେ ଏହାର ପ୍ରସାରଣ ନିମନ୍ତେ ବିଶେଷ ଭାବେ ଅନୁରୋଧ କରାଯାଉଛି l