କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମୋକିମ ଙ୍କୁ ନ ଚିହ୍ନିବାର ନାଟକ...
କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମୋକିମ ଙ୍କୁ ନ ଚିହ୍ନିବାର ନାଟକ...
ମୋକିମ ଙ୍କୁ ବହିଷ୍କାର କରିବା ପରେ ମୋକିମଙ୍କ ତେରେଚ୍ଛା ଜବାବର ଉତ୍ତର ରଖିଛନ୍ତି କଂଗେସ ସଭାପତି...
କଂଗ୍ରେସରୁ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତିଙ୍କ ପ୍ରତିକ୍ରିୟା
ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଲେ ଭକ୍ତ ଦାସ
ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି
ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି
ଦଳୀୟ ନେତୃତ୍ବ ସେମାନଙ୍କ କଥା ନିଶ୍ଚିୟ ଶୁଣିବେ
ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ
କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ'ଣ ଆବଶ୍ୟକତା ଥିଲାକାରଣ ସେ ଦଳରେ ରହିବାକୁ ଚାହୁଁ ନଥିଲେ- ଭକ୍ତ
ରାହୁଲ ଗାନ୍ଧିଙ୍କ ବିଷୟରେ ସେ କ'ଣ ଜାଣନ୍ତି ବୋଲି ପ୍ରଶ୍ନ କଲେ ଭକ୍ତ
ରାହୁଲ ଗାନ୍ଧି ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ
ଏହା କ'ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ୍ କରିବେ ?
ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କଲେ ଭକ୍ତ
ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ ?