-କାଲିଠୁ +2 ଖାତାଦେଖା, .

Apr 1, 2025 - 23:10
 13
 -କାଲିଠୁ +2 ଖାତାଦେଖା, .

 -କାଲିଠୁ +2 ଖାତାଦେଖା,

 ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ.
-ସୂଚନା ଦେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ
-ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ କହିଲେ
-‘ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ’
-‘୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ବାହାରିବ’