ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର : ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା । ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି । ଏବେ ଭାରତ ବିଶଅବର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ଖୁବ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି । ଓଡିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଲେ । ଓଡିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସଗେଯାଗ କାମନା କରୁଛି ।

Mar 5, 2024 - 15:52
 4
ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା