ଜନ ଔଷଧୂ ଦିବସ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
ଜନ ଔଷଧୂ ଦିବସ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
‘ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧୂ ପରିଯୋଜନା'ର ପରିବର୍ତ୍ତନଶୀଳ ପ୍ରଭାବ ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀ
ପଦକ୍ଷେପ ଜନଔଷଧୂ ଦିବସ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୂ ପରିଯୋଜନା ଦ୍ବାରା ସକାରାତ୍ମକ ଭାବେ ଉପକୃତ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଏହି ପ୍ରତ୍ୟେକ ନାଗରିକ ସୁଲଭ ମୂଲ୍ୟରେ ଗୁଣାତ୍ମକ ମାନର ଔଷଧ ପାଇବା ସୁନିଶ୍ଚିତ କରିବା ଲାଗି ଆ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ ଜନ ଔଷଧୂ କେନ୍ଦ୍ର ମାଧ୍ୟମରେ ଅଗଣିତ ଗଣିତ ପରିବାର ସ୍ବାସ୍ଥ୍ୟସେବା ଖର୍ଚ୍ଚ ସଞ୍ଚୟ କରୁଛନ୍ତି ଏବଂ ସଠିକ୍ ଚିକିତ୍ସା ପାଉଛନ୍ତି।
ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷ ଔଷଧୂ ପରିଯୋଜନାର ପରିବର୍ତ୍ତନଶୀଳ ପ୍ର ପ୍ରଭାବର ଏକ ଝଲକ ସେୟାର କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖୁଛନ୍ତି;
"ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୂ ପରିଯୋଜନା ଦ୍ବାରା ସକାରାତ୍ମକ ଭାବେ ଉପକୃତ ହୋଇଥିବା ଧୂବା ସମସ୍ତଙ୍କୁ ଜନଔଷଧୂ ଦିବସ ୨୦୨୬ ଅବସରରେ ମୋର ଶୁଭେଚ୍ଛା। ପ୍ରତ୍ୟେକ ନାଗରିକ ସୁଲଭ ମୂଲ୍ୟରେ ଗୁଣାତ୍ମକ ମାନର ଔଷଧ ଔଷଧ ପାଇପାରିବେ ବୋଲି ସୁନିଶ୍ଚିତ କରିବା ଲାଗି ଏହି ପଦକ୍ଷେପ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଜନଓଁ ନଔଷଧୂ କେନ୍ଦ୍ର ମାଧ୍ୟମରେ ଅସଂଖ୍ୟ ପରିବାର ସ୍ବାସ୍ଥ୍ୟସେବା ଖର୍ଚ୍ଚରେ ସଞ୍ଚୟ ସଞ୍ଚୟ କରୁଛନ୍ତି ଏବଂ ଉପଯୁକ୍ତ ଚିକିତ୍ସା ପାଉଛନ୍ତି ।''
ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୂ ପରିଯୋଜନାର ପରିବର୍ତ୍ତନଶୀଳ ଳ ପ୍ରଭାବର ଏକ ଝଲକ । "ପ୍ରଧା ।
ଜନଔଷଧୂ ଦିବସ ୨୦୨୬″