ଟ୍ରମ୍ପଙ୍କ ସୂଚନା...

Oct 13, 2025 - 12:36
 31
ଟ୍ରମ୍ପଙ୍କ ସୂଚନା...

ଗାଜାରେ ହମାସ-ଇସ୍ରାଏଲ ଯୁଦ୍ଧ ଶେଷ 

ମଧ୍ୟପ୍ରାଚ୍ୟ ଦେଶ ଗସ୍ତ ପୂର୍ବରୁ ଟ୍ରମ୍ପଙ୍କ ବଡ଼ ଘୋଷଣା

ଇଜିପ୍ଟରେ ଟ୍ରମ୍ପଙ୍କ ଉପସ୍ଥିତିରେ ହେବ ଗାଜା ଶାନ୍ତି ଚୁକ୍ତି

ଶାନ୍ତି ଚୁକ୍ତି ସମ୍ମିଳନୀରେ ଭାରତ ସମେତ ୨୦ଟି ଦେଶର ନେତା ଯୋଗଦେବେ

ଚୁକ୍ତି ଅନୁସାରେ ଇସ୍ରାଏଲୀ ପଣବନ୍ଦୀଙ୍କୁ ମୁକ୍ତ କରିବ ହମାସ

ଇଜିପ୍ଟ ଗସ୍ତ ପୂର୍ବରୁ ପ୍ରଥମେ ଇସ୍ରାଏଲ ଯିବେ ଟ୍ରମ୍ପ