ଦଳର ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା...

Nov 14, 2025 - 21:03
 9
ଦଳର ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା...

ନୂଆପଡ଼ା ବିଜୟ ଖାଲି ଜୟଙ୍କର ନୁହଁ, ସମଗ୍ର ବିଜେପି ଦଳର

ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। 

ସରକାରଙ୍କ ନୀତି ଓ ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କ ଆସ୍ଥାକୁ ପ୍ରମାଣିତ କରୁଛି।

ବିକାଶକୁ ସମର୍ଥନ କରି ଲୋକେ ବିଜେପିକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। 

ଦେଶରେ ମୋଦିଙ୍କ ନେତୃତ୍ବ ବିକାଶର ଏକମାତ୍ରା ପରିଭାଷା

ମୋଦିଙ୍କ ମାର୍ଗଦର୍ଶନରେ ଓଡ଼ିଶାର ବିକାଶ ପାଇଁ ଦିନରାତି କାମ ଜାରି ରହିଛି

ନୂଆପଡ଼ାବାସୀଙ୍କ ସମର୍ଥନ ଆମକୁ ନୂଆ ପ୍ରେରଣା ଓ ଶକ୍ତି ଦେଇଛି।