ଭୁବନେଶ୍ବରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର କୋଟି ଟଙ୍କାର ଆର୍ଥିକ ଅନୁଦାନ ଯୋଗାଇଦେ ଦେବେ କେନ୍ଦ୍ର ସରକାର : କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ

Dec 20, 2025 - 10:22
Dec 20, 2025 - 10:23
 4
ଭୁବନେଶ୍ବରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର  କୋଟି ଟଙ୍କାର ଆର୍ଥିକ ଅନୁଦାନ ଯୋଗାଇଦେ ଦେବେ କେନ୍ଦ୍ର ସରକାର : କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ

କୋଟି ଟଙ୍କାର ଆର୍ଥିକ ଅନୁଦାନ ଯୋଗାଇଦେ ଦେବେ କେନ୍ଦ୍ର ସରକାର : କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ

ଭୁବନେଶ୍ବର, 19 ଡିସେମ୍ବର: ସଂଶୋଧୃତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ଵିତୀୟ ପର୍ଯ୍ୟାୟରେ

ଭୁବନେଶ୍ବର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳି ମିଳିଛି। ଆଜି ରାଜ୍ୟସ ।ସଭାରେ ଏହି ସୂଚନା ଦେଇ କହିଛ ନହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଏବଂ ଆଇଟି ଆଇଟି ରାଷ୍ଟ୍ର ମନ୍ତ୍ରୀ ଜିତିନ ପ୍ରସାଦ ପ୍ର I ସେ କହିଛନ୍ତି, ଏହି ପ୍ରକଳ୍ପରେ 200.76 କୋଟି ଟଙ୍କା ଖର୍ଚ୍ଚ କରାଯିବା 203.37 ଏକର ଜମିଟେ ରେ ନିର୍ମିତ ହେବାକୁ ଥୂବା ଏହି ପ୍ରକଳ୍ପ ଳ୍ପରେ କେନ୍ଦ୍ର ସରକାର ର 93.09 କୋଟି ଟଙ୍କାର ଆର୍ଥିକ ଅନୁଦାନ ଯୋଗାଇଦେବେ। ଏହି ପ୍ରକଳ୍ପରେ 1530 କୋଟି ଟଙ୍କାର ନିବେଶ ସହିତ 3 ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି। ଏହାବ୍ୟତୀତ ସେମିକନ ଇଣ୍ଡିଆ କାର୍ଯ୍ୟକ୍ରମ ଅଧୀନରେ 4 ହଜାର 3କୋଟିରୁ ଅଧିକ ଟଙ୍କା ବ୍ୟୟରେ ଓଡ଼ିଶାରେ ଦୁଇଟି ସେମିକଣ୍ଡକ୍ଟର କ୍ଟର ୟୁନିଟକୁ ମଞ୍ଜୁରି ମିଳିଥିବା କେନ୍ଦ୍ର ମନ୍ତ୍ରୀ ସୂଚନା ଦେଇଛନ୍ତି । ଏସବୁ କେନ୍ଦ୍ରରେ ନିର୍ମିତ ଚିପ୍ ଅଟୋମୋବାଇଲ, ମହାକାଶ, ପ୍ରତିରକ୍ଷା, ବୈଦ୍ୟୁତିକ ବାହମ ବାହନ, ଡାଟା ସେଣ୍ଟର, ଇଲେକ୍ଟ୍ରୋନିକ୍ସ ଉପକରଣ ଆଦିରେ ଉପଯୋ ଯୋଗ କରାଯିବା ସେହିପରି ନେସନ ସନାଲ ଇନଷ୍ଟିଚ୍ୟୁ ଚ୍ୟୁଟ୍ ଅଫ୍ ଇଲେକ୍ଟ୍ରୋନିକ୍ସ ଓ ଆଇଟି (ଏନଆଇଇଏଲଆଇଟି) ଭୁବନେଶ୍ବର ଏବଂ ବାଲେଶ୍ବରେ ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରିବା ସ‌ହିତ 35ଟି କେନ୍ଦ୍ରକୁ ମାନ୍ୟତା ପ୍ରଦ ପ୍ରଦାନ କରିଛି। ଏସବୁ କେନ୍ଦ୍ରରେ 25 ହଜାରୁ ଅଧିକ ପ୍ରାର୍ଥୀଙ୍କୁ ତା ତାଲିମ ଦିଆଯାଇଥୁବା ଶ୍ରୀ ଜିତିନ ପ୍ରସାଦ କହିଛନ୍ତି ট।

ଓଡ଼ିଶାରେ ଉଦ୍ୟୋଗ ବିକାଶ ଲାଗି ସଫ୍ଟୱେର ଟେ ଟେକ୍ନୋଲୋଜି ପାର୍କ ଅଫ୍ ଇଣ୍ଡିଆ ଦ୍ବାରା ଇଲେକ୍ଟ୍ରୋପ୍ରନର୍ ପାର୍କ ସ୍ଥାପନ କରାଯାଇଛି। ଟ୍ରିପଲ୍ ଆଇଟି ଭୁବନେଶ୍ବର ଏବଂ ଇଣ୍ ଇଣ୍ଡିଆନ୍ ଇଳେ ଲେକ୍ଟ୍ରୋନିକ୍ସ ଆଣ୍ଡ ସେମି କଣ୍ଡକ୍ଟର ଆସୋସିଏସନ ସହଭାଗିତାରେ ଏହାକୁ ବିକଶିତ କରାଯାଇ ରାଯାଇଛି I ଏହାର ଉଦ୍ଦେଶ୍ୟ ହେଉଛି ଇଲେକ୍ଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍ ଏବଂ ଉତ୍ପାଦନକୁ ପ୍ରୋତ୍ସାହନ ଦେବା I ବର୍ଭମାନ ସୁଦ୍ଧା ଏଥ୍‌ରେ 37ଟି ଷ୍ଟାର୍ଟଅପ୍ ସାମିଲ ହୋଇ ହୋଇଛନ୍ତି। ଏହାବ୍ୟତୀତ ଓଡ଼ିଶା ସରକାରଙ୍କ ସହଭାଗିତାରେ ଭର୍ବୁଆଳ ଥାଲ ଏବଂ ଏକ୍ସଟେଣ୍ଡେଡ୍ ରିୟଲିଟି ଉଦ୍ୟମିତା କେନ୍ଦ୍ର ସ୍ଥାପନ କରାଯାଇଛି ଯାହାର ଉଦ୍ଦେଶ୍ୟ ହେଉଛି ସୃଜନଶୀଳ ପ୍ରଯୁକ୍ତି କ୍ଷେତ୍ରରେ ଷ୍ଟାର୍ଟଅପ୍ ଇକୋସିଷ୍ଟମକୁ ପ୍ରୋତ୍ସାହନ ଦେବା । ଏବେ ସୁଦ୍ଧା ଏଥ୍‌ରେ 25ଟି ଷ୍ଟାର୍ଟଅପ୍ ସାମିଲ ହୋଇଛନ୍ତି। ସେ ସେହିପରି ଓଡ଼ିଶା ସରକାର, ବିପିୟୁଟି, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଏବଂ ଆଇଆଇଟି ଭୁବନେଶ୍ବର ସହଭା ସହଭାଗିତାରେ ଉଦ୍ୟମିତା ପାଇଁ ଇଏମ୍ ଟେକ୍ ସେଣ୍ଟର୍ ସ୍ଥାପନ ବିକଶିତ କରାଯାଇଛି I ଏହା ଅଧୀନରେ 29 29ଟି ଷ୍ଟାର୍ଟଅପ୍ ସାମିଲ୍ ହୋଇଛନ୍ତି।