ନିର୍ବାଚନ ଅଧୂକାରୀଙ୍କ ଉପନିର୍ବାଚନ ପାଇଁ ଅପିଲ...
ନୂଆପଡ଼ା ନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧୂକାରୀଙ୍କ ପ୍ରେସମିଟ୍
୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ନିର୍ଦ୍ଦେଶ
ଯିଏ ନୂଆପଡ଼ା ଯାଇଛନ୍ତି ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ | ସମସ୍ତେ ବାହାରିବେ'
ଅସୁସୁ କହି ଯିଏ ରହିବାକୁ କହିବେ ତାଙ୍କୁ ମେଡିକାଲ ବୋର୍ଡ ପରୀକ୍ଷା କରିବ'
ବର୍ତ୍ତମାନ ସୁଦ୍ଧା ନୂଆପଡ଼ାରୁ ଜବତ ହେଲାଣି ୧ କୋଟି ୨୨ ଲକ୍ଷ ଟଙ୍କା'
୧ କୋଟି ୩୨ ଲକ୍ଷ ଟଙ୍କାର ମଦ ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ ହୋଇଛି'
ମିଡିଆ କଭରେଜ୍ ଉପରେ ସର୍ଭ ଲାଗୁ କଲେ ମୁଖ୍ୟ ନିର୍ବାଚନ ଅଧୂକାରୀ
୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ସଂପର୍କିତ କୌଣସି କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ୍
ଭୋଟରଙ୍କୁ ପ୍ରଭାବିତ କଲା ଭଳି କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ କଲେ.