ନିର୍ବାଚନ ଆଚରଣବିଧି ଯୋଗୁଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ବର : ଆଗାମୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରବିବାର ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Mar 18, 2024 - 15:49
 1
ନିର୍ବାଚନ ଆଚରଣବିଧି ଯୋଗୁଁ  ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ