ନୂଆ ଅବକାରୀ ନିତୀ ୨୦୨୬-୨୦୨୭...
ନୂଆ ଅବକାରୀ ନିତୀ ୨୦୨୬-୨୦୨୭...
ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧୂ ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ।
ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ଭେ ତ୍ରୈବାର୍ଷିକ ଅବକାରୀ ନୀତି ରୂପରେଖ ପ୍ରବର୍ଭନ ମାଧ୍ଯମରେ ସରକାର
ଏହି କ୍ଷେତ୍ରରେ ନୀତିରେ ସ୍ଥିରତା ଓ ସ୍ବଚ୍ଛତା ଆଣିବାକୁ ଉଦ୍ୟମ କରୁଛନ୍ତି, ଏହାସହିତ ଆବଶ୍ୟକ ହେଲେ ଏହାକୁ ପରିବର୍ତନ କରିବାର ପ୍ରକ୍ରିୟା ମଧ୍ୟ ରଖୁଛନ୍ତି ।
ଏହି ନୀତି ଅଧୀନରେ ଏକ ଗୁରୁତ୍ବପୂର୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ [ଳ୍କ ଉପରେ ୦.୫% ୦.୫% ଡି-ଆଡିକ୍ସ ଡିକ୍ସନ ସେସ ପ୍ରବର୍ତନ । ଏହା ମାଧ୍ୟମରେ ମଦକୁ ଏକ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର କରାଯାଇଛି । ଏହି ସେସ୍ରୁ ଆସୁଥିବା ଆୟ ମଡେଲ ଡି-ଆଡିକ୍ସନ କେନ୍ଦ୍ର ସ୍ଥାପନ ଓ ସୁଦୃଢ଼ କରିବାରେ ବ୍ୟୟ କରାଯିବ।
ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ ଏବଂ ଲାଇସେନ୍ସ ଶୁଳ୍କ ପ୍ରତି ବର୍ଷ ୧୦ ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧିପାଇବ I IMFL ଓ ଦେଶୀ ମଦ (CL) ଉପରେ ଅବକାରୀ ଶୁଳ୍କ ମଧ୍ଯ ବଢ଼ାଯାଇଛି ।
ଏକ ମୁଖ୍ୟ ସଂରଚନାତ୍ମକ ସଂଶୋଧନ ଭାବେ Minimum Guaranteed Quantity (MGQ) ପ୍ରଣାଳୀରୁ Minimum Guaranteed Excise Revenue (MGER) ପ୍ରଣାଳୀକୁ ଆଣାଯାଇଛି । ଏହା ଦ୍ବାରା ସରକାରୀ ରାଜସ୍ବ ସୁରକ୍ଷିତ ହେବା ସହିତ ବ୍ୟବସାୟୀ ମାନଙ୍କୁ କେବଳ ପରିମାଣ ଲକ୍ଷ୍ୟ ପୂରଣ ପାଇଁ ବିକ୍ରି ବଢ଼ାଇବା ହ୍ରାସ ପାଇବ ବାର ଚାପ ରବ । ଏହା "କୁ “କୁଚିଆ" ବିକ୍ରୟ ପ୍ରଥାକୁ ରୋକିବାରେ ସହାୟକ ହେବ
ନାହିଁ, କେବଳ ଏହି ନୀତି ଅନୁଯାୟୀ ରାଜ୍ୟରେ ନୂତନ OFF, CL କିମ୍ବା । os ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଗ୍ରାମୀଣ ଅଞ୍ଚଳରେ ମଧ୍ଯ ନୂତନ ON ଦୋକାନ ଖୋଲିବା ନିମନ୍ତେ ଅନୁମୋଦ ମାଦନ ଦିଆଯିବ ନାହିଁ, ଶିଳ୍ପାଞ୍ଚଳର ୩ ୩-ତାରକା ଓ ତାହା ଠାରୁ ଉପର ହୋଟେଲ୍ ଓ କ୍ଲବ୍ରେ ଛାଡ଼ ରହିବ ।
ଧାର୍ମିକ ଓ ସାଂସ୍କୃତିକ ଭାବନାକୁ ନାକୁ ସମ୍ମାନ ଦେଇ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଅବକାରୀ ଦୋକାନ ଚାଲୁ ହେବ ନାହିଁ । ଏହା ସହିତ ହିତ ଘରକୁ ମଦ ପହଞ୍ଚାଇବାକୁ ଓ ବଡ଼ଦାଣ୍ଡ ପାଖରେ କୌଣସି ମଧ୍ଯ ଅନୁମତି ଦିଆଯିବ ନାହିଁ ।
Out-Still (os) ଉତ୍ପାଦନ ୟୁନିଟ୍ ଗୁଡ଼ିକୁ ଆଧୁନିକୀକରଣ, ଉନ୍ନତ ପ୍ୟାକେଜିଂ ଏବଂ ଗୁଣବତ୍ତା ନିୟନ୍ତ୍ରଣ ଯନ୍ତ୍ରପାତି ସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । FSSAI ସାର୍ଟିଫିକେସନ୍ ଓ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପାଳନ ଅନିବାର୍ଯ୍ୟ କରାଯିବ । ନିର୍ଦ୍ଧାରିତ ସମୟ ସୀମାରେ ଆଧୁନିକୀକରଣ ସମ୍ପୂର୍ଣ୍ଣ କରୁଥୁବା ୟୁନିଟ୍ ମାନଙ୍କୁ ପ୍ରୋତ୍ସାହନ ମଧ୍ୟ ଦିଆଯିବ ।
ସରକାର ENA ଗତିବିଧୂ ନିରୀକ୍ଷଣ ଓ ଉତ୍ପାଦନରୁ ବିକ୍ରୟ ପର୍ଯ୍ୟନ୍ତ ପ୍ରତ୍ୟେକ ବୋତଲକୁ ଟ୍ରାକ୍ କରିବା ପାଇଁ Track & Trace ପ୍ରଣାଳୀ ପ୍ରବର୍ତ୍ତନ କରିବାକୁ ସିଦ୍ଧାନ୍ତ ସିଦ୍ଧାନ୍ତ ନେଇଛନ୍ତି । ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟ ଓ ସମ୍ପର୍କିତ ଗୁଡ଼ିକୁ CCTV ନିରୀକ୍ଷଣ ଅଧୀନରେ ଆଣାଯିବ ଏବଂ ଏହାକୁ ଜିଲ୍ଲା କାର୍ଯ୍ୟାଳୟ ସହ ସଂଯୋଜିତ କରାଯିବ ।
ଏହା ସହିତ ରାଜ୍ୟର ଅବକାରୀ ରାସାୟନିକ ପରୀକ୍ଷାଗାର ଗୁଡ଼ିକୁ ଆଧୁନିକ ପ୍ରଯୁକ୍ତି ଓ ପ୍ରଶିକ୍ଷିତ ମାନବ ସମ୍ବଳ ମାଧ୍ଯମରେ ସୁଦୃଢ଼ ଓ ଉନ୍ନତ କରାଯିବ ।