ନୂଆ ସୁଭଦ୍ରା ହିତାଧିକାରୀ ପାଇବେ ନୂଆବର୍ଷରେ ଡବଲ୍ କିସ୍ତି
ନୂଆ ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର
ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ଟଙ୍କା ପାଇବେ ଯୋଗ୍ୟ ହିତାଧିକାରୀ।
ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ସୁଭଦ୍ରା ଯୋଜନା ପାଇଁ ସ୍ୱତନ୍ତ୍ର ପୋର୍ଟାଲ ଖୋଲାଯାଇଛି
୨୧ ବର୍ଷ ଯାହାକୁ ହେଉଛି ସେମାନେ ଆପେ ଆପେ ଯୋଡ଼ି ହେଉଛନ୍ତି
ସମସ୍ତେ ସୁଭଦ୍ରା ଟଙ୍କା ପାଇଵା ନିଶ୍ଚିତ, ସେଥିପାଇଁ ଆମ ବିଭାଗ କାମ କରୁଛି।
କ୍ଷେତ୍ର ପରିଦର୍ଶନ ପରେ ସୁଭଦ୍ରା ଯୋଜନାରେ ୧୭ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ଯୋଡ଼ି ହେଲେଣି
ବର୍ତ୍ତମାନ ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ/ଦ୍ୱିତୀୟ କିସ୍ତି ପାଇଛନ୍ତି।
ସେଥି ମଧ୍ୟରୁ ୯୭ ଲକ୍ଷ ୫୧ ହଜାର ୪୭୯ ଜଣ ମହିଳା ସୁଭଦ୍ରା ଟଙ୍କା ପାଇଛନ୍ତି।