ନୂଆପଡା ଜିଲ୍ଲାରେ ଆରମ୍ଭ ହେଲା ବିକାଶ ପ୍ରକ୍ରିୟାର ଧାରା |
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଜିଲ୍ଲାରେ ₹୧୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୯୫୭ଟି ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦଘାଟନ କରିଛନ୍ତି।
ରାଜ୍ୟର ନୂଆପଡା ଜିଲ୍ଲାରେ ଆରମ୍ଭ ହେଲା ବିକାଶ ପ୍ରକ୍ରିୟାର ଧାରା |