ନ୍ୟାୟ ସଂହିତା ପ୍ରଦର୍ଶନୀ...
ନ୍ୟାୟ ସଂହିତା ପ୍ରଦର୍ଶନୀ...
ଭୁବନେଶ୍ୱର ୟୁନିଟ - ୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ
ନାଗରିକ କୈନ୍ଦ୍ରିକ ନ୍ୟାୟ ସଂହିତା ଉପରେ ପର୍ଯ୍ୟବସିତ ପ୍ରଦର୍ଶନୀ ଉଦଘାଟନୀ ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ଡିଜି ପୁଲିସ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।
ଆରମ୍ଭ ହୋଇଥିବା ଏହି ପ୍ରଦର୍ଶନୀ ଆଗାମୀ ତିନିଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।