ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ବିଜେପି ସରକାର...

May 9, 2026 - 15:52
 3
ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ବିଜେପି ସରକାର...

ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ବିଜେପି ସରକାର...

ପଶ୍ଚିମବଙ୍ଗରେ ନୂଆ ସରକାରର ଶପଥ ଗ୍ରହଣ ସମାରୋହ

ପଶ୍ଚିମ ବଙ୍ଗ ବିଜେପି ସରକାରରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ 

ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ ଅବସରରେ କୋଲକାତାର ବ୍ରିଗେଡ ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ ହେବାକୁ ଥିବା ହାଇପ୍ରୋଫାଇଲ ଶପଥ ସମାରୋହ କାର୍ଯ୍ୟକ୍ରମରେ ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ |

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନ୍ୟ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗ ଦେବେ। 

ସେପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବି ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିମନ୍ତ୍ରଣ ଥିବା ସୂଚନା ମିଳିଛି।

ହେଲେ ସେ ଆସିବେ ନା ନାହିଁ ତା ଉପରେ ନଜର।