ପାଣିପାଗ ଆକଳନ...
ପାଣିପାଗ ଆକଳନ...
ବଙ୍ଗୋପ ସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ବର୍ତ୍ତମାନ ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।
ଏହାର ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଉଛି।