ପାଣିପାଗ ଆକଳନ ଅନୁସାରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ...
ଭୁବନେଶ୍ବର: ଅକ୍ଟୋବର ୧୧ ପର୍ଯ୍ୟନ୍ତ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ସ୍ଥାନରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ଯମ ବର୍ଷା ହେବା ଆଶଙ୍କା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୁଚନା ଅନୁଯାୟୀ, ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟାକୁ ୩୦ରୁ ୪୦ କିମି ପବନ ନେଇ ପୂର୍ବାନୁମାନ କରାଯାଇଛି।