ପାଣିପାଗ ତରଫରୁ ସୂଚନା...

Nov 26, 2025 - 16:50
 13
ପାଣିପାଗ ତରଫରୁ ସୂଚନା...

ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ ବର୍ଷା ଭୟ

ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା

ଅବପାତର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ'

ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ'

ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ'

ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ'

କିଛି ସ୍ଥାନରେ ମେଘୁଆ ପାଗ ଦେଖାଯିବ, ଶୀତର ପ୍ରଭାବ ସାମାନ୍ୟ ରହିବ'*

କାଲିଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ, ଶୀତ ଅନୁଭବ ହେବ ||