ପାଣିପାଗରେ ବର୍ଷା ସମ୍ଭାବନା !
ପାଣିପାଗରେ ବର୍ଷା ସମ୍ଭାବନା !
ଆସନ୍ତାକାଲିଠୁ ୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
କାଲି ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି
ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର
ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀକୁ ୱାର୍ଣ୍ଣିଂ
ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା
ଅନ୍ୟ ୧୮ଟି ଜିଲ୍ଲାର ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା
୮ ତାରିଖ ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
୯ ତାରିଖରେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ,
୧୦ ତାରିଖରେ ପାଗ ଶୁଖିଲା