ପାରାଦ୍ବୀପ ରେ ମାଛ ଧରା ପାଇଁ ଲାଗିଲା ରୋକ...

Nov 1, 2025 - 15:35
 4
ପାରାଦ୍ବୀପ ରେ ମାଛ ଧରା ପାଇଁ ଲାଗିଲା ରୋକ...

ପାରାଦୀପ: ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା। ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଜାରି କରାଯାଇଛି। ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା। ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ କରାଯାଇଛି। ଯନ୍ତ୍ରଚାଳିତ ବୋଟ୍ ଚଳାଚଳ ବନ୍ଦ ରହିବ।