ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ...

Jan 7, 2026 - 15:37
 6
ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ...

ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ... 

ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ।

ଆଜି ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ।

ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। 

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଅପରାହ୍ନ ୫ଟାରୁ ରାତି ୧୦ଟା ଦର୍ଶନ ବନ୍ଦ ରହିବ।

ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।