ପୂର୍ବତନ ବିଧାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ବାର୍ତ୍ତା...
କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ।
ରାଜନୀତି କ୍ଷେତ୍ରରେ ତାଙ୍କର ଦୀର୍ଘ ଅଭିଜ୍ଞତା ଓ ନିଷ୍ଠା ସର୍ବଦା ପ୍ରେରଣାଦାୟୀ ହୋଇ ରହିବ।
ଏହି କଠିନ ସମୟରେ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜ୍ଞାପନ କରୁଅଛି।