ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ...

Apr 13, 2026 - 12:11
Apr 13, 2026 - 12:41
 21
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ...

ଢେଙ୍କାନାଳ ଜିଲ୍ଲା ପାଟଲା ଗାଁରେ ଦଣ୍ଡନାଚ ପ୍ରସ୍ତୁତି ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଜଣ ପାଟୁଆଙ୍କ ପ୍ରାଣହାନୀ ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖୂତ। ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।