ପ୍ରଧାନ ମନ୍ତ୍ରୀଙ୍କ ଜନ୍ମ ଦିବସରୁ ପାଳନ ହେବ "ଆବାସ ଦିବସ"
ପ୍ରଧାନ ମନ୍ତ୍ରୀଙ୍କ ଜନ୍ମ ଦିବସରୁ ପାଳନ ହେବ "ଆବାସ ଦିବସ"
"ଆବାସ ଦିବସ" କୁ ରାଜ୍ୟ ସରକାର ପାଳନ କରିବେ
ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା
ସବୁ ଜିଲ୍ଲପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଚିଠି ପ୍ରେରଣ କରାଯାଇଛି
ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ୧୭ ତାରିଖରୁ ୨ଟି ପର୍ଯ୍ୟାୟରେ ପାଳନ ହେବ
ସେପ୍ଟେମ୍ବର ୧୭ରୁ ଦୁଇଟି ପର୍ଯ୍ୟାୟରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଚାଲିବ
ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧୬ ଯାଏଁ ୱାର୍ଡ ସ୍ତରୀୟ ଶିବିର ଆୟୋଜନ ହେବ (ପ୍ରଥମ ପର୍ଯ୍ୟାୟ)
ଅକ୍ଟୋବର ୧୬ରୁ ୩୧ ଯାଏଁ ପ୍ରତ୍ୟେକ ଜିଲ୍ଲାରେ ହେବ PM ଆବାସ ମେଳା (ଦ୍ଵିତୀୟ ପର୍ଯ୍ୟାୟ)