ପ୍ରାଥମିକ ବିଦ୍ୟାଳୟ ଠାରୁ ଉଚ୍ଚ ବିଦ୍ୟାଳୟର ଚ୍ଛାତ୍ର ଛାତ୍ରୀମାନେ ନିଜ ବିଷୟ ବସ୍ତୁ ସହ ଭଗବତ୍ ଗୀତା ପାଠ କରିବେ..

Sep 20, 2025 - 08:27
 23
ପ୍ରାଥମିକ ବିଦ୍ୟାଳୟ ଠାରୁ ଉଚ୍ଚ ବିଦ୍ୟାଳୟର ଚ୍ଛାତ୍ର ଛାତ୍ରୀମାନେ ନିଜ ବିଷୟ ବସ୍ତୁ ସହ ଭଗବତ୍ ଗୀତା ପାଠ କରିବେ..

ପ୍ରାଥମିକ ବିଦ୍ୟାଳୟଠାରୁ ଆରମ୍ଭ କରି ଉଚ୍ଚ ବିଦ୍ୟାଳୟ ଗୁଡିକରେ ଧାର୍ମିକ, ନୈତିକ ଓ ବୌଦ୍ଧିକ ବିଚାରର  ବିକାଶ ପାଇଁ ଶ୍ରୀମଦ୍ ଭଗବତ୍ ଗୀତାର ପଠନ ଓ ମହତ୍ତ୍ଵର ଚର୍ଚ୍ଚା  ପାଇଁ ଏହାର ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ସମସ୍ତ ବ୍ୟବସ୍ଥା କାର୍ଯ୍ୟକାରୀ ରହିଛି। ବିଦ୍ୟାଳୟରେ ନିଜ ବିଷୟ ବସ୍ତୁ ସହ ଛାତ୍ରଛାତ୍ରୀମାନେ ଭଗବତ ଗୀତା ପାଠ କରିବେ।