ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥାବସ୍ଥା ଗୁରୁତର

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥାବସ୍ଥା ଗୁରୁତର ଥିବା ଜଣାଯାଇଛି । ତାଙ୍କର ବ୍ରେନ ଡେଡ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ସଂକଟାପନ୍ନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ସେ କହିଛନ୍ତି । ଗତ କିିଛି ଦିନ ଧରି ସେ ଅସୁସ୍ଥ ରହିଥିଲେ । ଏପରିକି ଗତ କିଛି ଦିନ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥାବସ୍ଥା ଗୁରୁତର