ବରିଷ୍ଠ ବିଜେପି ନେତା ଶ୍ରୀ ଗୋଲକ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ|

Nov 6, 2025 - 18:57
 19
ବରିଷ୍ଠ ବିଜେପି ନେତା ଶ୍ରୀ ଗୋଲକ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ|

ଏକ ସଶକ୍ତ ଓ ସୁଦୃଢ଼ ଗଣତାନ୍ତ୍ରିକ ରାଷ୍ଟ୍ର ପାଇଁ ନିର୍ବାଚନ ମେରୁଦଣ୍ଡ ସଦୃଶ। ନିର୍ବାଚନ ମୁକ୍ତ, ଅବାଧ ଓ ନିରପେକ୍ଷ ହେବା ଉଚିତ, ଯାହା ଗଣତନ୍ତ୍ର ପାଇଁ ଶୁଭଙ୍କର ଅଟେ । କିନ୍ତୁ ଦୁଃଖର ବିଷୟ ବିଜୁ ଜନତା ଦଳ ୨୫ବର୍ଷ ଓଡ଼ିଶାକୁ ଶାସନ କରିଥିଲେ ศย ଧ୍ଯ ନିର୍ବାଚନ ସମୟରେ ରେ ଅଗଣତାନ୍ତ୍ରିକ ପଦ୍ଧତିରେ ନି ନିର୍ବାଚନ ପାରହେ ହେବା ପାଇଁ ଅପଚେଷ୍ଟା ଚଳାଇଛି । ନିର୍ବାଚନ ହାରିବା ଭୟରେ ଶାସକ ଦଳ ନିଜର ହିତାହିତ ତ ଜ୍ଞାନ ହରାଇବସିଛି । ଶେଷରେ ବିଜେଡିର ଶେଷ ଭରସା କୁନି କୁନି ପିଲା ସାଜିଛନ୍ତି ଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନୂଆପଡା ନିର୍ବାଚନମଣ୍ଡଳୀ ନିର୍ବାଚନୀ ପ୍ରଚାର ଅବ ଅବସରରେ ନିର୍ବାଚନ ଆଚରଣ ବିଧୂର ଉଲଂଘନ ହେବାର ଦୃଶ୍ୟ ଦେଖୁବାକୁ ମିଳିଥିଲା । ନବୀନ ବାବୁଙ୍କୁ ସ୍ଵାଗତ ଜଣାଇବା ପାଇଁ କୋମନା ବ୍ଲକର ତରାବୋଡା ଗ୍ରାମରେ ଗ୍ରାମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେଡି ନେତାମାନେ କୋମଳମତି ଛୋଟ ଛୋଟ ପିଲାଙ୍କୁ ବ୍ୟବହାର କରିଥିଲେ । ଛୋଟ ଛୋଟ ପିଲାମା 1|ନେ ବିଜେଡିର ଦଳୀୟ ପତକା, ପୋଷାକ ପରିଧାନ କରି ସ୍ଲୋଗା ଗାନ ଦେଉଥିବାର ଦୃଶ୍ୟ ଗଣମାଧ୍ୟମ ତଥା ସାମାଜିକ ଗ ଗଣମାଧ୍ୟମରେ ପ୍ରକାଶିତ ହେଉଛି । ଶିଶୁ ସୁରକ୍ଷା ଆଇନର ଖୋଲାଖୋଲି ଉଲଂଘନ କରିଛି ବିଜେଡି । ଏହା ସଂପୂର୍ଣ୍ଣ ଭାବେ ଆଦର୍ଶ ଆଦର୍ଶ ନିର୍ବାଚନ ଆଚରଣ ବିଧୂର ଖୋଲାଖୋଲି ଉଲଂଘନ । ଯାହାର ଭିଡିଓ ଓ ଫଟୋକୁ ନେଇ ତଥ୍ୟ ସହିତ ରାଜ୍ୟ ନିର୍ବାଚନ ଅଧୂକାରୀଙ୍କୁ ରୀଙ୍କୁ ଭେଟି ଏଥିରେ ସଂ ସଂପୃକ୍ତ ଦୋଷୀଙ୍କ ଙ୍କ ବିରୁଦ୍ଧରେ ବିହୀତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ବିଜେପି ପ୍ରତିନିଧୂମଣ୍ଡଳ ଦାବୀ କରିଛି ବୋଲି ବରିଷ୍ଠ ବିଜେପି ନେତା ଶ୍ରୀ ଗୋଲକ ମହାପାତ୍ର କହିଛନ୍ତି ।

ଏହି ପ୍ରତିନିଧୂମଣ୍ଡଳୀରେ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକ, ଲିଗାଲ ସେଲ ରାଜ୍ୟ ସଂଯୋଜକ ଜୟନ୍ତ ଜେନା, ରାଷ୍ଟ୍ରୀୟ ମହିଳା ମୋର୍ଚ୍ଚା ସାମାଜିକ ଗଣମାଧ୍ଯମ ସଂଯୋଜିକା ସୁଜାତା ପାଢୀ, ତୃପ୍ତିମୟୀ ତୃପ୍ତିମୟୀ ମକଦ୍ଦମ ପ୍ରମୁଖ ଉପସ୍ଥିତ ଥିଲେ ।

ତଥ୍ୟ ସହିତ ବରିଷ୍ଠ ବିଜେପି ନେତା ଶ୍ରୀ ଗୋଲକ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏଥିରେ ସଂପୂକୁ ଦୋଷୀଙ୍କ ବିରୁଦ୍ଧରେ ବିହୀତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ବିଜେପି ପ୍ରତିନିଧୂମଣ୍ଡଳ ଦାବୀ କରିଛି । ଏହି ପ୍ରତିନିଧୂମଣ୍ଡଳୀରେ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକ, ଲିଗାଲ ସେଲ ରାଜ୍ୟ ସଂଯୋଜକ ଶ୍ରୀ ଜୟନ ଜେନା, ରାଷ୍ଟ୍ରୀୟ ମହିଳା ମୋର୍ଚ୍ଚା ସାମାଜିକ ଗଣମାଧ୍ୟମ ସଂଯୋଜିକା ଶ୍ରୀମତୀ ସୁଜାତା ପାଢୀ, ଶ୍ରୀମତୀ ତୃପ୍ତିମୟୀ ମକଦ୍ଦମ ପ୍ରମୁଖ ଉପସ୍ଥିତ ଥିଲେ ।