ବିଜୁ ଜନତା ଦଳର ରାଜ୍ୟସଭା ସଦସ୍ୟମାନଙ୍କ ସହ ସାକ୍ଷାତ କରି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝୁଛନ୍ତି
ଗତକାଲି ଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସମୟରେ ଲାଠିଚାର୍ଜରେ ଆହତ ହୋଇ ରାମ ମନୋହର ଲୋହିଆ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଛାତ୍ରଛାତ୍ରୀମାନଙ୍କୁ ଆଜି ବିଜୁ ଜନତା ଦଳର ରାଜ୍ୟସଭା ସଦସ୍ୟମାନଙ୍କ ସହ ସାକ୍ଷାତ କରି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଖବର ସଂଗ୍ରହ...