ବିଜେଡି ପ୍ରେସ୍ର ମିଟ..

May 28, 2026 - 18:02
 13
ବିଜେଡି ପ୍ରେସ୍ର ମିଟ..

ଫେରି ନିଜ ଘର ଘରକୁ ଫେରିଥିବା କଥା କହୁଛନ୍ତି, କିନ୍ତୁ ବର୍ତ୍ତମାନ ବିଜେପିରେ ସମରକଷା ଚାଲିଛି । ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ଥିବାବେଳେ ଅନ୍ୟପଟେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଟ୍ ପ୍ରଶ୍ନପତ୍ର ଲିକ୍, ସିବିଏସ୍‌ଇ ପରୀକ୍ଷା ବି ବିଭ୍ରାଟ ଘଟଣାରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପି ସାଇଡ୍ ଲାଇନ୍ କରୁଥିବା ବେଳେ ରାଜ୍ୟରେ ଘଟୁଥିବା ହିଂସା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଜନତାଙ୍କ ରୋଷର ଶିକାର ହେଉଛନ୍ତି । ଧର୍ମେନ୍ଦ୍ର ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ରା ଟ୍ରାତ୍ପରେ ଫସି ବିଜେଡି ଦଳରୁ ନିଜ ବ୍ୟବ ବସାୟିକ ସ୍ୱାର୍ଥ ପାଇଁ ଦୂରେଇ ଯାଇଥିବା ଦେବାଶିଷ ସାମନ୍ତ ସାମନ୍ତରାୟଙ୍କୁ ଆଗାମୀ ଦିନରେ ଲୋକେ କେ ଜବାବ ଦେବେ।

ଡ଼ ମହାନ୍ତି ଆହୁରି କହିଥିଲେ ଯେ, ବିଜୁ ଜନତା ଦଳରୁ ୫ ଥର ବିଧାୟକ ଟିକେଟ ପାଇ ନିର୍ବାଚନ ଲଢ଼ି ତିନି ତିନି ଥର ବିଧାୟକ ହୋଇଥିଲେ ଦେବାଶିଷ ସାମନ୍ତରାୟ । ଯେତେ । ତେବେଳେ ନିର୍ବାଚନରେ ଲୋକମାନେ ନବୀନ ତାଙ୍କୁ ପ୍ରତ୍ୟାଖ୍ୟାନ କରୁଥିଲେ, ସେତେବେଳେ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଓଟିଡିସି ଅଧ୍ଯକ୍ଷ କରିବା ବା ସହ ଦଳର ବିଭିନ୍ନ ଉଚ୍ଚ ପଦପଦବୀରେ ବସାଇ ତାଙ୍କ ରାଜନୈତିକ ସମ୍ମାନକୁ ଅକ୍ଷୁଣ୍ଣ ରଖିଥିଲେ । ପରବର୍ତ୍ତୀ ସମୟରେ ରେ ତାଙ୍କୁ ରାଜ୍ୟସଭାକୁ ପଠାଇଥିଲେ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ । ଦଳରୁ ଏତେ ସୁବିଧା ପାଇଲା ପରେ ମଧ୍ୟ ତାଙ୍କର ଭୋକ ମେଣ୍ଟିଲା ନାହିଁ । ନିଜର ସ୍ୱାର୍ଥ ହାସଲ ପାଇଁ ବିଜେପି ଦଳରେ ସାମିଲ ହେ iଲ ହେଲେ । ନବ ପଟ୍ଟନାୟକଙ୍କୁ ଭଲ ପାଉଥିବା କଥା କହୁଥିବା ଦେବାଶିଷ ସାମନ୍ତରାୟ, ଅନ୍ୟପଟେ ବିଜୁ ଜନତା ଦଳର ମାଆ ବାପା ନାହିଁ କହି ହୀନମନ୍ୟତାର ପରିଚୟ ଦେଉଛନ୍ତି । ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାରା ବିଶ୍ୱ ସମାନ ଜଣାଉଥିବା ବେଳେ ଦେବାଶିଷଙ୍କ ପରି ଜଣେ ସ୍ୱାର୍ଥବାଦୀ ଲୋକ ସେହି ନେତୃତ୍ୱ ଉପରେ ଟିପ୍ପଣୀ ଦେବା ଅତ୍ୟନ୍ତ ହାସ୍ୟାସ୍ପଦ। ଦେବାଶିଷଙ୍କ ମନ୍ତବ୍ୟ ଅପରିପକ୍ବତାର ପରିଚୟ । ବିଜୁ ଲିଗାସୀର ଦ୍ବାହି ଦେଉଥିବା ଦେବାଶିଷ ଦିନେ ବିଜୁ ବାବୁଙ୍କୁ ଆକ୍ରମଣ କରିବାକୁ ପଛାଇ ନଥିଲେ। ବିଜୁ ଜନତା ଦଳରୁ ସବୁ ଫାଇଦା ହାସଲ କରି ବିଜେପିରେ ସାମିଲ ହୋଇଥିବା ଦେବାଶିଷ ଯେଉଁ ଟୀକାଟିପ୍ପଣୀ କରୁଛନ୍ତି ସେଥିରୁ କ୍ଷାନ୍ତ ରୁହନ୍ତୁ, ନ ହେଲେ ଓଡ଼ିଶାବାସୀ କେବେ କ୍ଷମା ଦେବେନାହିଁ ।