ବିଜେପି ବିଧାୟକ ଦଳ ବୈଠକ...

Sep 21, 2026 - 21:27
 3
ବିଜେପି ବିଧାୟକ ଦଳ ବୈଠକ...

ମାନ୍ୟବର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟପାଲ ସିଂହ ତୋମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକବୃନ୍ଦ ଉପସ୍ଥିତ ଥିଲେ।