ବିଜେପି ର ସାଙ୍ଗଠନିକ କର୍ମଶାଳା

Dec 11, 2025 - 10:58
 4
ବିଜେପି ର ସାଙ୍ଗଠନିକ କର୍ମଶାଳା

ରାଜ୍ୟ କାର୍ଯ୍ୟାଳୟ ଠାରେ ଆୟୋଜିତ ପ୍ରଦେଶ ସ୍ତରୀୟ ସାଙ୍ଗଠନିକ କର୍ମଶାଳାରେ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି ।

ଏହି ଅବସରରେ ମାନନୀୟ କେନ୍ଦ୍ରୀୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ବି.ଏଲ. ସନ୍ତୋଷ, ମାନନୀୟ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ମାନନୀୟ ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟପାଲ ସିଂ ତୋମାର, ମାନନୀୟା ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ମାନନୀୟ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ ମହାନ୍ତି, ମାନନୀୟ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଓ ଅନ୍ୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥୂଲେ ।