ବିଧାନସଭାର ପୂର୍ବତନ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ କିମ୍ସ (KIMS) ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ବରିଷ୍ଠ ବିଜେଡି ନେତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ କିମ୍ସ (KIMS) ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ ତାଙ୍କୁ ଦେଖିବା ପାଇଁ କିମ୍ସ ହସ୍ପିଟାଲ ଯାଇଥିଲେ। ଏହି ସମୟରେ ଉତ୍ତର ଭୁବନେଶ୍ୱର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ ଏବଂ ଅନ୍ୟାନ୍ୟ ବିଜେଡି ନେତାମାନେ ମଧ୍ୟ ଉପସ୍ଥିତ ଥିଲେ।