ବିଷ ପିଇ ଦମ୍ପତିଙ୍କ ଆତ୍ମହତ୍ୟା

ନରସିଂହପୁର : ଘରୁ ଦମ୍ପତିଙ୍କ ସନ୍ଦେହଜନକ ଭାବେ ମୃତ ଦେହ ଉଦ୍ଧାର ହୋଇଛି । ମାଣିଆବନ୍ଧ ଥାନା ମାଣିଆବନ୍ଧ ଗାଁ ରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହରୁ ଏହି ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ବିଷ ପିଇ ଦମ୍ପତିଙ୍କ ଆତ୍ମହତ୍ୟା