ବିହାର ରେ ବିଜେପି ରାଜନୀତି ହାଲଚାଲ...

Dec 15, 2025 - 08:32
 4
ବିହାର ରେ ବିଜେପି ରାଜନୀତି  ହାଲଚାଲ...

ବିହାର ରେ ବିଜେପି ରାଜନୀତି 

ହାଲଚାଲ...

ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କଲା ବିଜେପି

ନୀତିନ ନବୀନ ହେଲେ ବିଜେପି ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି

ବିଜେପି ସଂସଦୀୟ ବୋର୍ଡରେ ନୀତିନ ନବୀନଙ୍କ ନାଁରେ ମୋହର

ବିହାର ସରକାରରେ ମନ୍ତ୍ରୀ ଅଛନ୍ତି ନୀତିନ ନବୀନ

୪୫ ବର୍ଷୀୟ ନୀତିନ ନବୀନ ୪ ଥର ବିଧାୟକ ଭାବେ ନିର୍ବାଚିତ