ଭାରତ-ଆମେରିକା ଚୁକ୍ତି ରେ ଭାରତ ଅଧିକ ଲାଭବାନ ହେବ...
ଭାରତ-ଆମେରିକା ଚୁକ୍ତି ରେ ଭାରତ ଅଧିକ ଲାଭବାନ ହେବ...
ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଅଧିକ ଲାଭ
'ଏକ୍ସ’ରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଦେବ ଏକ ନୂଆ ପରିଚୟ
ଶୁଳ୍କ ହ୍ରାସ ଯୋଗୁଁ ଆମେରିକା ବଜାରରେ ଓଡ଼ିଶା ଖାଦ୍ୟର ଚାହିଦା ବଢ଼ିବ
ଓଡ଼ିଶାର ଚିଙ୍ଗୁଡ଼ି, ମାଛ ଓ ସାମୁଦ୍ରିକ ଖାଦ୍ୟର ଚାହିଦା ବୃଦ୍ଧି ପାଇବ
ଆମ ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀ ଓ ଚାଷୀମାନଙ୍କ ଆୟ ବଢିବ
ଓଡ଼ିଶା 'ବ୍ଲୁ-ଇକୋନୋମି'ର ଏକ ପ୍ରମୁଖ କେନ୍ଦ୍ର ପାଲଟିବ- ମୁଖ୍ୟମନ୍ତ୍ରୀ
ଓଡ଼ିଶାର ହସ୍ତତନ୍ତ ହେଉ କିମ୍ବା ଆଧୁନିକ ରେଡିମେଡ୍ ପୋଷାକ ସବୁଠି ପହଞ୍ଚିବ
ଶୁଳ୍କ କୋହଳ ହେବା କାରଣରୁ ରପ୍ତାନି ସହଜ ହେବ
ବୁଣାକାର ଓ ହସ୍ତତନ୍ତ ଶିଳ୍ପୀଙ୍କ ପାଇଁ ରୋଜଗାରର ନୂଆ ପଥ ଉନ୍ମୁକ୍ତ କରିବ
ବିଶ୍ୱ ଦରବାରରେ ଓଡ଼ିଶାର ପାରମ୍ପରିକ ପୋଷାକ ଏକ ନୂଆ ଟ୍ରେଣ୍ଡ୍ ସୃଷ୍ଟି କରିବ
ସମ୍ବଲପୁରୀ ଓ ଅନ୍ୟାନ୍ୟ ହସ୍ତତନ୍ତ ଆମେରିକା ବଜାରରେ ପ୍ରବେଶ ସହଜ ହେବ