ଭାରତ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି

Oct 20, 2025 - 14:47
 20
ଭାରତ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି

ଭାରତ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି । ଏହା ଆସନ୍ତା ୨୧ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବ | ବର୍ଷା ସଙ୍ଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି ଏଥିପ୍ରତି ସତର୍କ ରହିବାକୁ ଅନୁରୋଧ ।