ଭାରତକୁ ୨୫୪ ରନର ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ : ୧୯ ବର୍ଷରୁ କମ୍ କ୍ରିକେଟ୍ ବିଶ୍ୱକପର ଆଜି ଫାଇନାଲ୍ ମ୍ୟାଚ୍ ଖେଳାଯାଉଛି। ଦକ୍ଷିଣ ଆଫ୍ରିକାରେ ଇଣ୍ଡିଆ-ଅଷ୍ଟ୍ରେଲିଆ ମଧ୍ୟରେ ଏହି ହାଇ ଭୋଲଟେଜ ମ୍ୟାଚ୍ ଚାଲିଛି। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୨୫୪ ରନର ଟାର୍ଗେଟ ଦେଇଛି।

Feb 11, 2024 - 19:15
 17
ଭାରତକୁ ୨୫୪ ରନର ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ