ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ।

Nov 28, 2025 - 19:34
 3
ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ।

ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ।