ଭାରତୀୟ ପ୍ରଶାସନିକ (IAS )ସ୍ତରରେ ବଡ଼ ଧରଣର ଅଦଳବଦଳ I

Jul 24, 2025 - 13:27
Jul 24, 2025 - 13:54
 28
ଭାରତୀୟ ପ୍ରଶାସନିକ (IAS )ସ୍ତରରେ ବଡ଼ ଧରଣର ଅଦଳବଦଳ I

ବିଏମ୍‌ସି କମିଶନର ହେଲେ ଚଞ୍ଚଲ ରାଣା
ରୁପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ
ସଚିନ ରାମଚନ୍ଦ୍ର ଯାଦବ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ
ଭୁପେନ୍ଦ୍ର ସିଂ ପୁନିଆ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ 
ଗୁହା ପୁନମ ତାପସ କୁମାରଙ୍କୁ କେନ୍ଦ୍ରାଞ୍ଚଳ RDC ଭାବେ ଅତିରିକ୍ତ ଦାୟିତ୍ବ
ସଞ୍ଜୀବ କୁମାର ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ 

ହେମନ୍ତ ଶର୍ମା ଲୋକସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ
ଭାସ୍କରଜ୍ୟୋତି ଶର୍ମା ହେଲେ ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ
ବିଜୟ କୁମାର ଦାସ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ