ମଇ ୪ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ଭୁବନେଶ୍ବର ତା-୨.୫.୨୦୨୬
ଆସନ୍ତା ସୋମବାର ମଇ ୪ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି" କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଆସନ୍ଧା ସୋମବାର ତା-୦୪.୦୫.୨୦୨୬ ରିଖରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।