ମହାମହିମ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡିଶା ଗସ୍ତ .

ମହାମହିମ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡିଶା ଗସ୍ତ .

ଭୁବନେଶ୍ବର: ଜୁଲାଇ ୧୪ ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇ ଦିନିଆ ଗସ୍ତରେ ଆସିବେ ରାଷ୍ଟ୍ରପତି । ଭୁବନେଶ୍ଵର ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଜୁଲାଇ ୧୫ ରେ ରେଭେନ୍ସା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ମଧ୍ୟ ଯୋଗଦେବେ।