ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ...

Nov 9, 2025 - 11:56
 17
ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ...

ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେଉଛି । ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଜରିଆରେ ଅନଲାଇନରେ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଫର୍ମପୂରଣ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି | www.bseodisha.ac.in ๑ กุ ดิ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ ।